କେନ୍ୟୁଜ୍(ବ୍ୟୁରୋ):ସେନା ମୁଖ୍ୟଙ୍କୁ କଂଗ୍ରେସ ନେତା ପି. ଚିଦାମ୍ବରମ୍ଙ୍କ ଟାର୍ଗେଟ୍ । କହିଲେ ଆମକୁ କୁହ ନାହିଁ କଣ କରିବା ଉଚିତ୍ । ଦୁଇ ଦିନ ତଳେ ସିଏଏ ଆନ୍ଦୋଳନ ନେଇ ସେନା ମୁଖ୍ୟ ଜେନେରାଲ ବିପିନ ରାୱତ ରଖିଥିବା ବୟାନର ଜବାବ ରଖିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍ । କହିଛନ୍ତି, ରାଜନେତା କଣ କରିବ ତାହା କହିବା ସେନାର କାମ ନୁହଁ। ଆମେ ଆପଣଙ୍କୁ କେବେ କହୁ ନାହୁଁ ଯୁଦ୍ଧ କେମିତି କରାଯିବ।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…