RAWର ରାଜତ୍ୱ ଦେଖି ପାକିସ୍ତାନୀ ସେନାଙ୍କ ଛାତିରେ ଲାଗିଲା ନିଆଁ, ଗଫୁର ଟ୍ୱିଟ କରି ଲେଖିଲେ କିଛି ଏପରି

ପାକିସ୍ତାନୀ ସେନାର ମୁଖପାତ୍ର ମେଜର ଜେନେରାଲ ଆସିଫ ଗଫୁର ଅଭିନେତା ଶାହରୁଖ ଖାନଙ୍କୁ ଟାର୍ଗେଟ କରିବା ସହ ତାଙ୍କ ହାତରେ ହାତ ମିଶାଇବାକୁ କହିଛନ୍ତି । ନିକଟରେ ଶାହରୁଖ ଜାସୁସି ଉପରେ ଆଧାରିତ ଏକ ୱେବ ସିରିଜ “ବର୍ଡ଼ ଅଫ ବ୍ଲଡ଼”ର ଟ୍ରେଲର ସେୟାର କରିଥିଲେ ।

ଯାହାକୁ ଲକ୍ଷ୍ୟକରି ଗଫୁର ତାଙ୍କୁ ନିଜ ଟୁଇଟରେ କିଛି ଏପରି ଉତ୍ତର ଦେଇଛନ୍ତି ଯେ “ଶାହରୁଖ ଆପ ବଲିଉଡ ସିଣ୍ଡ୍ରୋମ ମେ ହେ”। ସତ୍ୟାସତ୍ୟ ଜାଣିବା ପାଇଁ RAWର କୁଳଭୂଷଣ ଯାଦବ, ୱିଙ୍ଗ କମାଣ୍ଡର ଅଭିନନ୍ଦନ ଏବଂ 27 ଫେବୃୟାରୀ 2019କୁ ଦେଖନ୍ତୁ । ଏହା ବ୍ୟତୀତ ଆପଣଙ୍କୁ ଭାରତ ଅଧିକୃତ କାଶ୍ମୀର (IOK)ରେ ହେଉଥିବା ଅତ୍ୟାଚାର ବିରୁଦ୍ଧରେ କହିବା ଆବଶ୍ୟକ ।

 

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

3 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

36 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

38 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

44 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

53 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

53 mins ago