ନୌସେନା ମୁଖ୍ୟଙ୍କ ପରେ ଆଲର୍ଟ କଲା ଗୁଇନ୍ଦା । ଗୁଜରାଟର କଚ୍ଛ ଓ ସାରକ୍ରିକ ଅଞ୍ଚଳ ଦେଇ ପାକିସ୍ତାନ ପଟୁ ଆକ୍ରମଣ ନେଇ ଆଶଙ୍କା ରହିଛି। ଏଥିରେ ପାକିସ୍ତାନର ଏସଏସଜି କମାଣ୍ଡୋ କିମ୍ବା ଆତଙ୍କବାଦୀ ଛୋଟ ବୋଟରେ ଭାରତକୁ ପଶି ଆସି ଆକ୍ରମଣ କରିପାରନ୍ତି ବୋଲି ସୂଚନା ମିଳିଛି । ଗୁଇନ୍ଦା ସୂଚନା ପରେ ଗୁଜରାଟର ସମସ୍ତ ବନ୍ଦର ଓ ସମୁଦ୍ରତଟ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିବା ସହ ସୁରକ୍ଷା କଡ଼ାକଡ଼ି କରାଯାଇଛି। ବିଏସଏଫ, ଭାରତୀୟ ତଟରକ୍ଷୀ ବାହିନୀକୁ ମଧ୍ୟ ଆଲର୍ଟ ରଖାଯାଇଛି। ପାକିସ୍ତାନ କମାଣ୍ଡୋ ପାଣି ଭିତରେ ଆକ୍ରମଣ ସହ ଜାହାଜଗୁଡ଼ିକୁ ଟାର୍ଗେଟ କରିପାରନ୍ତି ବୋଲି ଆଶଙ୍କା ରହିଛି।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…