ଦେଶ ବିଦେଶ

ଅଶାନ୍ତ ପାକିସ୍ତାନ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୮ ଦିନିଆ ରିମାଣ୍ଡରେ ନେଲା NAB

ନୂଆଦିଲ୍ଲୀ : ୮ ଦିନିଆ ରିମାଣ୍ଡରେ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଇସଲାମବାଦ ହାଇକୋର୍ଟଙ୍କ ଅନୁମତି ପରେ ଇମ୍ରାନଙ୍କୁ ୮ଦିନିଆ ରିମାଣ୍ଡରେ ନେଲା NAB । ଏପଟେ ଅଲ-କାଦିର ଟ୍ରଷ୍ଟ ଜମି ଦୁର୍ନୀତି ମାମଲାରେ ସବୁ ପ୍ରମାଣ ଇମ୍ରାନଙ୍କ ବିରୋଧରେ ଥିବା କହିଛନ୍ତି ପାକ୍‌ ପ୍ରଧାନମନ୍ତ୍ରୀ ସେହବାଜ ସରିଫ। ଇମ୍ରାନଙ୍କ ଗିରଫ ପରେ ପାକିସ୍ତାନରେ ଗୃହ ଯୁଦ୍ଧ। ସାରା ଦେଶରେ ଜଳୁଛି ନିଆଁ। ପୋଡ଼ାଜଳା, ଭଙ୍ଗାରୁଜା, ଢେଲାମାଡ଼। ଲାହୋରରୁ ପେଶାଓ୍ଵାର, ରାଓ୍ଵଲପିଣ୍ଡିରୁ କରାଚି। ପିଟିଆଇ ସମର୍ଥକଙ୍କ ବ୍ୟାପକ ହିଂସାକାଣ୍ଡ।

ଆର୍ମୀ ହେଡକ୍ୱାର୍ଟରରେ ମଧ୍ୟ ପିଟିଆଇ କର୍ମୀଙ୍କ ହଙ୍ଗାମା । ଅଶାନ୍ତ ହୋଇ ଉଠିଛି ପୂରା ପାକିସ୍ତାନ। ବିଭିନ୍ନ ସ୍ଥାନରେ ଏକଜୁଟ ହେଉଛନ୍ତି ଇମ୍ରାନ ସମର୍ଥକ। ପ୍ରତିବାଦ ଆହୁରି ତେଜିବ। ବ୍ୟାପକ ହୋଇପାରେ ହିଂସା। ଇମ୍ରାନଙ୍କ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି ପିଟିଆଇ କର୍ମୀ। ଅନ୍ୟପଟେ ପିଟିଆଇର ଉପାଧ୍ୟକ୍ଷ ତଥା ପାକିସ୍ତାନର ପୂର୍ବତନ ମନ୍ତ୍ରୀ ଶାହ ମହମ୍ମଦ କୁରେସିଙ୍କୁ ଗିରଫ କରାଯାଇଛି।

 

 

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

44 mins ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

4 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

5 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

5 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

5 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

5 hours ago