ଦେଶ ବିଦେଶ

ସଂସଦର ମୌସୁମୀ ଅଧିବେଶନ: ମଣିପୁର ହିଂସାକୁ ନେଇ ଜୋର୍‌ଦାର ହଙ୍ଗାମା, ଉଭୟ ଗୃହ ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ

ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ହିଁ ମଣିପୁର ହିଂସାକୁ ନେଇ ସରକାର ଏବଂ ବିରୋଧୀ ମୁହାଁମୁହିଁ ହୋଇଥିଲେ। ଏହି କାରଣରୁ ଉଭୟ ଗୃହର ପ୍ରକ୍ରିୟା ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

ଅନ୍ୟପକ୍ଷରେ ବିରୋଧୀ ଦଳର ଏକତା ପରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ମଧ୍ୟ ପ୍ରସ୍ତୁତ କରାଯାଇଛି। ଏହାରି ଭିତରେ ସଂସଦର ଉଭୟ ଗୃହରେ ପ୍ରବଳ ହୋ ହଲ୍ଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ପ୍ରବଳ ଉତ୍ତେଜନା କାରଣରୁ ଆସନ୍ତାକାଲି ପର୍ଯ୍ୟନ୍ତ ଲୋକସଭା ଓ ରାଜ୍ୟସଭା ସ୍ଥଗିତ ରଖାଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଲୋକସଭାକୁ ସ୍ଥଗିତ ରଖାଯାଇଛି।

କହି ରଖୁଛୁ ଯେ ମଣିପୁରରେ ୨ ଜଣ ମହିଳାଙ୍କୁ ଉଲଗ୍ନ ବୁଲାଇବା ମାମଲାରେ କେନ୍ଦ୍ର ସରକାର ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସରକାର ସୋସିଆଲ ମିଡିଆରେ ଭିଡିଓ ଅପ୍‌ଲୋଡ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ମଧ୍ୟ କରାଯାଇଛି।

Roshni

Recent Posts

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

6 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

12 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago