ଦେଶ ବିଦେଶ

ସାଧାରଣ ଜନତାଙ୍କୁ ଲାଗିଲା ଝଟକା, ଦିଲ୍ଲୀରେ ୮୧ ଟଙ୍କା ପହଁଚିଲା ପେଟ୍ରୋଲ ଦର

ତୈଳ କମ୍ପାନୀ ପୁଣି ଥରେ ସାଧାରଣ ଜନତାଙ୍କୁ ଝଟକା ଦେଇଛି। ଗୁରୁବାର ତେଲ କମ୍ପାନୀ ପୁଣି ଥରେ ପେଟ୍ରୋଲ ଦାମକୁ ବୃଦ୍ଧି କରିଦେଇଛି। ସେହିପରି ଲଗାତର ୧୯ ଦିନ ଧରି ଡିଜେଲର ଦର ସ୍ଥିର ରହିଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ୧୦ ଟଙ୍କା ମହଙ୍ଗା ହୋଇ ୮୧ ଟଙ୍କାରେ ପହଁଚିଛି। ପ୍ରାୟ ଗୋଟେ ସପ୍ତାହ ଭିତରେ ଦିଲ୍ଲୀରେ ପେଟ୍ରୋଲ ୫୭ ଟଙ୍କା ପ୍ରତି ଲିଟର ମହଙ୍ଗା ହୋଇଛି।

ଆପଣଙ୍କୁ ଜଣାଇବାକୁ ଚାହିଁବୁ ଯେ ବୁଧବାର ପେଟ୍ରୋଲ ଦାମରେ କୌଣସି ପରିବର୍ତ୍ତନ ହୋଇନଥିଲା। ପେଟ୍ରୋଲ ଦାମ ଶେଷ ଥର ପାଇଁ ମଙ୍ଗଳବାର ବୃଦ୍ଧି ହୋଇଥିଲା। ମଙ୍ଗଳବାର ଦିଲ୍ଲୀରେ ପେଟ୍ରୋଲ ଦର ୧୭ ପଇସା, କୋଲକାତା ଏବଂ ମୁମ୍ବାଇରେ ୧୩ ପଇସା ଏବଂ ଚେନ୍ନାଇରେ ୧୨ ପଇସା ପ୍ରତି ଲିଟର ମହଙ୍ଗା ହୋଇଥିଲା।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସଏମଏସ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Pritiparna

Recent Posts

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

4 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

17 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago