ଜୁନ୯ ତାରିଖ ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦାବି ଉପସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୨୯୩ ସାଂସଦଙ୍କ ସମର୍ଥନ ପତ୍ର ରାଷ୍ଚ୍ରପତିଙ୍କୁ ପ୍ରଦାନ କରିଛନ୍ତି । ଏହା ପରେ ସରକାର ଗଠନ ପାଇଁ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାକ୍ଷାତ ପରେ ସରକାର ଗଠନ ନେଇ ରାଷ୍ଟ୍ରପତି ନିମନ୍ତ୍ରଣ କରିଥିବା କହିଛନ୍ତି ମୋଦି । ଜୁନ ୯ତାରିଖ ସଂଧ୍ୟାରେ ମନ୍ତ୍ରୀଙ୍କ ତାଲିକା ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯିବ । ଏହା ପରେ ବିଧିବଦ୍ଧ ଶପଥ ସମାରୋହ ଆରମ୍ଭ ହେବ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…