କେନ୍ୟୁଜ୍(ବ୍ୟୁରୋ): ଦିଲ୍ଲୀରେ ତ୍ରିରଙ୍ଗାକୁ ଅପମାନ ଦେଖି ଦୁଃଖି ହୋଇଛି ସାରା ଦେଶ । ଆଜି ବର୍ଷର ପ୍ରଥମ ‘ମନ୍ କି ବାତ୍’ରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୨୬ ତାରିଖ ଦିନ ଶତାଧିକ ଲାଲକିଲ୍ଲା ପ୍ରାଚୀର ପର୍ଯ୍ୟନ୍ତ ପହଞ୍ଚି ଯାଇଥିଲେ । ଏପରି ଘଟଣାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଭାଗ୍ୟପୂର୍ଣ୍ଣ ବୋଲି କହିଛନ୍ତି । ଏହା ସହ ମୋଦି ମନ୍ କି ବାତ୍ରେ ଟିକାକରଣ ଉପରେ ମଧ୍ୟ ମତ ରଖିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଦେଶରେ ମାତ୍ର ୧୫ ଦିନରେ ୩୦ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଇଛି । ଆମେରିକାରେ ୩୦ ଲକ୍ଷ ଲୋକଙ୍କୁ ଟିକା ଦେବାକୁ ୧୮ ଦିନ ସମୟ ଲାଗିଥିଲା । ବ୍ରିଟେନ୍ରେ ୩୬ ଦିନରେ ୩୦ ଲକ୍ଷ ଟିକାକରଣ କରାଯାଇଥିଲା । ଏହା ସହ ପ୍ରଧାନମନ୍ତ୍ରୀ ଭାରତୀୟ କ୍ରିକେଟ୍ ଟିମ୍କୁ ପ୍ରଶଂସା କରିଛନ୍ତି । ଅଷ୍ଟ୍ରେଲିଆରେ ସିରିଜ୍ ବିଜୟୀ ହୋଇଥିଲା ଟିମ୍ ଇଣ୍ଡିଆ ।
ବର୍ତ୍ତମାନ ସମଗ୍ର ଦେଶରେ ଅତ୍ୟଧିକ ଗରମ ହେଉଛି ଏବଂ ଏହି ଗରମରେ ଆପଣ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ସହିତ…
ବ୍ରହ୍ମପୁର(କେନ୍ୟୁଜ): କାନ୍ଥରେ ରଙ୍ଗ ବେରଙ୍ଗର ବିଭିନ୍ନ ପ୍ରକାରର ଚିତ୍ର ଆଙ୍କିବାରେ ଲାଗିପଡିଛନ୍ତି ଏହି ଚିତ୍ରକରମାନେ । ପ୍ରଚଣ୍ଡ ରୌଦ୍ର ତାପକୁ…
ଭୁବନେଶ୍ୱର (କେନ୍ୟୁଜ); ଆଜିଠୁ ଜଳିବ ପଶ୍ଚିମ ଓଡିଶା । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗୀର, ବରଗଡ଼ ଏବଂ ନୂଆପଡାକୁ…
ଯଦି ଆପଣ ଆଇଫୋନ୍ କିଣିବାକୁ ପ୍ଲାନ୍ କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଖୁସି ଖବର । ବର୍ତ୍ତମାନ ଇ-କମର୍ସ…
ନୂଆଦିଲ୍ଲୀ : ସାଧାରଣ ନିର୍ବାଚନ ଫଳାଫଳ ପରେ ଆଜି ବସିବ କଂଗ୍ରେସ ୱାର୍କିଂ କମିଟି ବୈଠକ । ଏଥିରେ ଦଳର…
ଟି୨୦ ବିଶ୍ବକପରେ ପୁଣି ବଡ଼ ଓଲଟପାଲଟ । ସର୍ପରାଇଜ୍ ଦେଲା ଆଫଗାନିସ୍ତାନ । ହାରିଲା ନ୍ୟୁଜିଲାଣ୍ଡ । ୧୬୦ ରନର…