ବୁଲବୁଲ୍ କ୍ଷୟକ୍ଷତି ନେଇ ମମତା ବାନାର୍ଜୀଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ, ସହଯୋଗ ଦେବାକୁ ଦଲେ ଆଶ୍ୱାସନା

କେନ୍ୟୁଜ୍(ବ୍ୟୁରୋ):   ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ସାମୁଦ୍ରିକ ଝଡ ବୁଲବୁଲ କ୍ଷୟକ୍ଷତି ସମ୍ପର୍କରେ ଜାଣିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କେନ୍ଦ୍ର ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଆଶ୍ୱାସନା ଦେଇଛନ୍ତି ପିଏମ୍‌ ମୋଦି । ପ୍ରଧାନମନ୍ତ୍ରୀ ଟ୍ଵିଟ୍‌ କରି ଲେଖିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ବୁଲବୁଲ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛି । ମୁଁ ସମସ୍ତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.