ନୂଆଦିଲ୍ଲୀ(କେ ନ୍ୟୁଜ): ଆସନ୍ତାକାଲି “ଷ୍ଟାଚ୍ୟୁ ଅଫ୍ ୟୁନିଟି”କୁ ସଂଯୁକ୍ତ କରୁଥିବା ୮ଟି ଟ୍ରେନର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହ ଗୁଜୁରାଟରେ ଅନ୍ୟ ରେଳ ପରିଯୋଜନାକୁ ମଧ୍ୟ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିବେ। କହିରଖିବା ଉଚିତ ହେବକି ୨୦୧୮ ଅକ୍ଟୋବର ୩୧ ତାରିଖରେ ନର୍ମଦା ନଦୀ କୂଳରେ ୧୮୨ ମିଟର ଉଚ୍ଚତା ବିଶିଷ୍ଟ “ଷ୍ଟାଚ୍ୟୁ ଅଫ ୟୂନିଟି” ଲୋକାର୍ପିତ ହୋଇଥିଲା |
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…
ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…
କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…
ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…