Below header

ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭେଚ୍ଛା। ମହାବିଷୁବ ପଣା ସଂକ୍ରାନ୍ତିରେ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.