ପାକିସ୍ତାନ ଅଧିକୃତ କାଶ୍ମୀରର ଏକ ବିଶ୍ୱବିଦ୍ୟାଳୟର ଅଜବ ନିଷ୍ପତ୍ତି । ମୁଜଫରାବାଦ୍ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କୁ ଲିପ୍ଷ୍ଟିକ୍ ଲଗାଇ ଆସିବାକୁ ବାରଣ କରାଯାଇଛି । ତେବେ ଏହି ନିୟମ ଉଲ୍ଲଂଘନ କଲେ ଜରିମାନା ବାବଦକୁ ୧୦୦ ଟଙ୍କା ଗଣିବାକୁ ପଡ଼ିବ ।
ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…
ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…
ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…
ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…
ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ। ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…