ଦେଶ ବିଦେଶ

ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ: ୩୦୦ ମୃତ, ଆହୁରି ବଢିପାରେ ମୃତାହତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପରେ ୩୦୦ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ସୂଚନା ମିଳୁଛି । ବହୁ ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ମୃତାହତ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ଭୂମିକମ୍ପ ଯୋଗୁ ଅନେକ ଲୋକ ଆହତ ମଧ୍ୟ ହୋଇଛନ୍ତି ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago