ଜଗନମୋହନ ରେଡ୍ଡୀ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଭଙ୍ଗାଗଲା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କ ଭବ୍ୟ କୋଠା

ଆନ୍ଧ୍ରପ୍ରଦେଶ : ଭଙ୍ଗାହେଲା ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କ ଭବ୍ୟ କୋଠା । କଡ଼ା ପୋଲିସ ବଳୟରେ ବୁଲଡୋଜର ଲଗାଇ ପ୍ରଜାବେଦିକାକୁ ଭଙ୍ଗା ଯାଇଛି । ଅମରାଭତି ସ୍ଥିତ ବିଳାସପୂର୍ଣ୍ଣ କୋଠାକୁ ରାତି ଅଧିଆ ଭଙ୍ଗିଛି ଜଗନମୋହନ ରେଡ୍ଡିଙ୍କ ସରକାର । ଟିଡିପି ନେତାଙ୍କ ବିରୋଧ ପ୍ରଦର୍ଶନକୁ ଦେଖି ପୋଲିସ୍‌ ପ୍ଲାଟୁନ୍‌ ମୁତୟନ କରାଯାଇଛି । ତେବେ ଏହି ବିଲ୍ଡିଂ ନଦୀ ତଟବର୍ତ୍ତୀ ଅଞ୍ଚଳରେ ହୋଇଥିବାରୁ ଗ୍ରୀନ୍‌ ନିୟମକୁ ଉଲଂଘନ କରୁଥିବାରୁ ଏହି କୋଠା ଭଙ୍ଗାଯାଇଥିବା କୁହାଯାଇଛି । ଶାସନରୁ କ୍ଷମତା ଯିବା ପରେ ଆନ୍ଧ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି ।

 

 

Sonalisa

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

21 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

22 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

26 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

28 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

33 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

41 mins ago