ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତି : ବୈଠକ ଡାକିଲେ ନିର୍ବାଚନ କମିଶନ

ନୂଆ ଦିଲ୍ଲୀ : ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତି । ସବୁ ରାଜନୈତିକ ଦଳଙ୍କ ବୈଠକ ଡାକିଲେ ନିର୍ବାଚନ କମିଶନ । ଆସନ୍ତା ସୋମବାର ଦିନ ଦିଲ୍ଲୀରେ ଏହି ବୈଠକ ଅନୁଷ୍ଠିତ ହେବ । ସମସ୍ତ ସ୍ୱୀକୃତି ପ୍ରାପ୍ତ ଜାତୀୟ ଓ ରାଜ୍ୟସ୍ତରୀୟ ଦଳ ଏହି ବୈଠକରେ ଉପସ୍ଥିତ ରହିବେ । ୭ଟି ଜାତୀୟ ଦଳ ଓ ୫୧ଟି ରାଜ୍ୟସ୍ତରୀୟ ଦଳର ପ୍ରତିନିଧିଙ୍କୁ ବୈଠକକୁ ଆମନ୍ତ୍ରଣ କରାଯାଇଛି । ଏଥିରେ ଭୋଟର ତାଲିକାରେ ସଂଶୋଧନ ଓ ସ୍ୱଚ୍ଛତା, ଦଳୀୟ ସଂଗଠନ ଓ ନିର୍ବାଚନରେ ମହିଳା ପ୍ରାର୍ଥୀଙ୍କ ସଂଖ୍ୟା ବୃଦ୍ଧି ଆଦି ପ୍ରସଙ୍ଗରେ ଆଲୋଚନା ହେବ । ନିର୍ବାଚନ ଖର୍ଚ୍ଚ, ଇଭିଏମ୍ ଓ ଭିଭିପାଟ୍ ବ୍ୟବହାର ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବା ସମ୍ଭାବନା ରହିଛି ।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

11 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

13 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

54 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago