Below header

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ନାଗରିକତା ସଂଶୋଧନ ବିଲ୍-୨୦୧୯

ନୂଆଦିଲ୍ଲୀ: ନାଗରିକତା ବିଲକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ। ଆଇନରେ ପରିଣତ ହେଲା ନାଗରିକତା ସଂଶୋଧନ ବିଲ-୨୦୧୯। ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପରେ ଅଧ୍ୟାଦେଶ ପ୍ରକାଶ ପାଇଛି। ସୋମବାର ଦିନ ଏହି ବିଲ ଲୋକସଭାରେ ଓ ବୁଧବାର ଦିନ ଏହା ରାଜ୍ୟସଭାରେ ଗୃହୀତ ହୋଇଥିଲା। ଏହି ଆଇନ ବଳରେ ପାକିସ୍ତାନ, ବାଲାଂଦେଶ ଏବଂ ଆଫଗାନିସ୍ତାନରୁ ଧାର୍ମିକ ଉତ୍ପୀଡ଼ନର ଶିକାର ହୋଇ ଭାରତରେ ଦୀର୍ଘ ବର୍ଷ ଧରି ରହିଆସୁଥିବା ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାର୍ସି ଏବଂ ଖ୍ରୀଷ୍ଟିଆନ ସଂପ୍ରଦାୟର ଭାରତର ନାଗରିକତା ଅଧିକାର ମିଳିବ। ୨୦୧୪ ଡିସେମ୍ବର ୩୧ ତାରିଖ ସୁଦ୍ଧା ଭାରତରେ ବସବାସ କରିଆସିଥିଲେ ନାଗରିକତା ମିଳିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.