ଆଜି ସନ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆଜି ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୫ଟାରେ ସମ୍ବୋଧନ କରିବେ । ଦେଶରେ କରୋନା ସ୍ଥିତି ଓ ଟିକାକରଣ ପ୍ରସଙ୍ଗ ଉପରେ କହିପାରନ୍ତି । ଦେଶରେ ଦୈନିକ କରୋନା କେସ୍‌ ଖସୁଥିବା ବେଳେ ବିଭିନ୍ନ ରାଜ୍ୟରେ ଲକଡାଉନ କଟକଣା କୋହଳ କରାଗଲାଣି ।

ଭ୍ୟାକ୍ସିନ ଅଭାବ ଯୋଗୁ ବିଭିନ୍ନ ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ ହେଉଛି । ଏପରିସ୍ଥିତିରେ ପ୍ରଧାନମନ୍ତ୍ରୀ କଣ କହିବେ ତା ଉପରେ ରହିଛି ନଜର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.