ବାୟୁସେନାର ପ୍ରତିଷ୍ଠା ଦିବସ ଅବସରରେ ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇବା ସହ ଏହି ଭିଡିଓ ଜାରି କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କେନ୍ୟୁଜ୍ : ବାୟୁସେନାର ପ୍ରତିଷ୍ଠା ଦିବସ ଅବସରରେ ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଟ୍ଵିଟର ଆକାଉଣ୍ଟରେ ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି ପ୍ରଧାନମନ୍ତ୍ରୀ । ଭିଡିଓ ଜାରି କରିବା ସହ ବାୟୁସେନାକୁ ସଲାମ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଦେଖନ୍ତୁ ଭିଡିଓ:

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.