ଦେଶ ବିଦେଶ

ଓମିକ୍ରନ୍‌ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦେଶରେ ଓମିକ୍ରନ୍‌ ବ୍ୟାପୁଥିବା ବେଳେ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶରେ ୧୫ ରାଜ୍ୟକୁ ମାଡ଼ିଲାଣି ଓମିକ୍ରନ୍‌ । ଦିଲ୍ଲୀ, ମୁମ୍ବାଇରେ ପୁଣି ଉପରମୁହାଁ କରୋନା ଗ୍ରାଫ୍‌ । ସମ୍ଭାବ୍ୟ ତୃତୀୟ େଓ୍ଵଭ୍‌ର ଆଶଂକା ପ୍ରକାଶ ପାଇଛି । ମୁକାବିଲ ପାଇଁ କଣ ପଦକ୍ଷେପ ନିଆଯାଇଛି, ତାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ।

ସେହିଭଳି ଟିକାକରଣକୁ କିଭଳି ବ୍ୟାପକ କରାଯାଉଛି ସମୀକ୍ଷା କରିଛନ୍ତି ମୋଦି । ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। କୋଭିଡ୍‌ ସ୍ଥିତି, ମୁକାବିଲା ଓ ଟିକାକରଣ ନେଇ ମୋଦିଙ୍କୁ ଅବଗତ କରିଛନ୍ତି ବରିଷ୍ଠ ଅଧିକାରୀ।

 

KNews Bureau

Recent Posts

ଭୋଟ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା, ବାଜିପାରିବନି ଡିଜେ ଓ ଫୁଟିବନି ବାଣ

ପୁରୀ(କେନ୍ୟୁଜ୍‌) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…

27 mins ago

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

1 hour ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

2 hours ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

2 hours ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

2 hours ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

2 hours ago