ଉତ୍ତରପ୍ରଦେଶ ଅଲିଗଡ଼ରେ ଜେଟ୍‌ ବିମାନ ଦୁର୍ଘଟଣାଗ୍ରସ୍ତ, ୩୩ ହଜାର ଭୋଲ୍‌ଟ ତାର ଲାଗିବା ପରେ ବି ଜାଣନ୍ତୁ କ’ଣ ହେଲା

ଲକ୍ଷ୍ନୌ(କେନ୍ୟୁଜ୍): ଉତ୍ତରପ୍ରଦେଶ ଅଲିଗଡ଼ରେ ଜେଟ୍‌ ବିମାନ ଦୁର୍ଘଟଣାଗ୍ରସ୍ତ । ବିମାନ ବନ୍ଦରରେ ଅବତରଣ ବେଳେ ଦୁର୍ଘଟଣା ହୋଇଛି । ଏହି ବିମାନରେ ଥିବା ସମସ୍ତ ୬ ଜଣ ସୁରକ୍ଷିତ ଅଛନ୍ତି । ଅବତରଣ ସମୟରେ ବିଦ୍ୟୁତ ତାର ଲାଗି ଯିବାରୁ ଏପରି ଅଘଟଣ ଘଟିଥିବା କୁହାଯାଉଛି । ୩୩ ହଜାର ଭୋଲଟେଜ୍‌ ତାର ଲାଗିବା ଦ୍ୱାରା ପ୍ଲେନ୍‌ରେ ନିଆଁ ଲାଗି ଯାଇଥିଲା । ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ପୋଲିସର ସୂଚନା ଅନୁସାରେ ଏକ ପ୍ଲେନ୍‌ର ମରାମତି ପାଇଁ ଏକ ଇଂଜିନିୟରିଂ ଟିମ୍‌ ଦିଲ୍ଲୀରୁ ଏହି ପ୍ଲେନ୍‌ରେ ଆଲିଗଡ଼ ଆସୁଥିଲେ । ପ୍ଲେନ୍‌ରେ ୪ ଜଣ ଇଂଜିନିୟରଙ୍କ ସମେତ ୨ ଜଣ ପାଇଲଟ୍‌ ଥିଲେ । ଏମାନଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ଲୋକେ ପହଞ୍ଚି ଯାଇଥିଲେ ।

 

Sonalisa

Recent Posts

ଶୀତଳ ଷଷ୍ଠୀ ଯାତ୍ରାର ଆଜି ଶେଷ ଦିନ: ଯୁଗଳ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼, ୪୦ ପ୍ଲାଟୁନ ଫୋର୍ସ ମୁତୟନ

ସମ୍ବଲପୁର/ ଚାନ୍ଦବାଲି (କେନ୍ୟୁଜ); ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାର ଆଜି ହେଉଛି ଶେଷ ଦିନ ।  ଗତକାଲି ବିଳମ୍ବିତ…

30 mins ago

ଶପଥ ଗ୍ରହଣ ସମାରୋହ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଦିନ ୨ରୁ ଜୟଦେବବିହାର-ନାଲକୋ ଛକ ରାସ୍ତା ବନ୍ଦ

ଭୁବନେଶ୍ୱର (କେନ୍ୟୁଜ): ଆଜି ନୂଆ ସରକାରର ଶପଥ ଗ୍ରହଣ ସମାରୋହ। ଅପରାହ୍ଣ ୫ଟାରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ ।…

43 mins ago

ନୂଆ ସରକାରରେ କେଉଁ ଜିଲ୍ଲାର ବିଧାୟକଙ୍କୁ ମିଳିବ ମନ୍ତ୍ରୀ ପଦ ? ତାଲିକାରେ ଅଛି ଏସବୁ ନାଁ

ଭୁବନେଶ୍ୱର (କେନ୍ୟୁଜ): ନୂଆ ବିଜେପି ସରକାରରେ କିଏ ହେବେ ମନ୍ତ୍ରୀ ? କେଉଁ ଜିଲ୍ଲାରୁ କେଉଁ ବିଧାୟକଙ୍କୁ ମିଳିବ ମନ୍ତ୍ରୀ…

1 hour ago

ସାମାନ୍ୟ ବଢିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ୱରରେ କ’ଣ ରହିଛି ତୈଳ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago

ପୁଣି ଉପର ମୁହାଁ ହେଲା ସୁନା ଦର, ଜାଣନ୍ତୁ କେତେ ହେଲା ଦାମ୍

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago

ସରୁନି ଗ୍ରୀଷ୍ମ ପ୍ରବାହର କଷ୍ଟ, ଜୁନ୍‌ ୧୪ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ସରୁନି ଗ୍ରୀଷ୍ମ ପ୍ରବାହର କଷ୍ଟ । ୪ ଦିନ ପାଇଁ ହିଟୱେଭ ଜାରି ରହିବ । ଉପକୂଳବର୍ତ୍ତୀ…

2 hours ago