ଦେଶ ବିଦେଶ

ଦିଲ୍ଲୀବାସୀଙ୍କୁ ଆଶ୍ୱସ୍ତ, ପ୍ରଦୂଷଣ ଭିତରେ ବିଳମ୍ବିତ ରାତିରେ ବିଭିନ୍ନ ସ୍ଥାନରେ ବର୍ଷା

ନୂଆଦିଲ୍ଲୀ : ଦିଲ୍ଲୀର ବାୟୁ ପ୍ରଦୂଷଣ ଭିତରେ ପାଣିପାଗରେ ହଠାତ ପରିବର୍ତ୍ତନ । ଦିଲ୍ଲୀ ଓ ନୋଏଡ଼ାର କିଛି ସ୍ଥାନରେ ହାଲୁକା ବର୍ଷା । ଫଳରେ ଲୋକେ କିଛିଟା ଆଶ୍ବସ୍ତି ହୋଇଛନ୍ତି । ଦିଲ୍ଲୀର ବାୟୁ ପ୍ରଦୂଷଣ ଏବେ ସିଭିୟର କାଟାଗୋରୀରେ ରହିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏହି ସୂଚନା ଦେଇଛି । ଅଶୋକ ବିହାରରେ ଏୟାର କ୍ବାଲିଟି ଇଣ୍ଡେକ୍ସ ୪୬୨, ଆରକେ ପୁରମରେ ୪୬୧ ଓ ପଞ୍ଜାବୀ ବାଗରେ ଏୟାର କ୍ବାଲିଟି ଇଣ୍ଡେକ୍ସ ୪୬୦ ରହିଛି ।

ଦିଲ୍ଲୀରେ ବାୟୁ ଏତେମାତ୍ରାରେ ପ୍ରଦୂଷିତ ହୋଇଛି ଯେ ରାସ୍ତାରେ କୁହୁଡ଼ିର ଭ୍ରମ ସୃଷ୍ଟି ହେଉଛି । ଅନେକ ସ୍ଥାନରେ ଆକାଶ ଦେଖାଯାଉ ନାହିଁ କି ଠିକରେ ସୂର୍ଯ୍ୟକିରଣ ବି ଦେଖାଉ ନଥିବା ଭଳି ସ୍ଥିତି । ଆଗକୁ ଆହୁରି ସାଂଘାତିକ ସ୍ଥିତି ଆଶଙ୍କା କରାଯାଉଛି । ଦିଲ୍ଲୀ ଏନସିଆରରେ ସମସ୍ତ ସରକାରୀ ଓ ଘରୋଇ ପ୍ରାଥମିକ ସ୍କୁଲକୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି । ଆଗୁଆ ଶୀତ ଛୁଟି କରାଯାଇଛି । ଦିଲ୍ଲୀ ଆଖପାଖ ରାଜ୍ୟରେ ପ୍ରଦୂଷଣ ବଢ଼ିବା ଯୋଗୁ ଏହା ପ୍ରଦୂଷିତ ହେଉଥିବା କୁହାଯାଉଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago