କେନ୍ଦ୍ର ସରକାରଙ୍କୁ ୨୮ ହଜାର କୋଟି ଟଙ୍କା ଦେବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କ କେନ୍ଦ୍ର ସରକାରଙ୍କୁ ଦେବ ୨୮ ହଜାର କୋଟି ଟଙ୍କା । ମଧ୍ୟବର୍ତ୍ତୀ କାଳୀନ ଡିଭିଡେଣ୍ଡ ଭାବେ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ରିଜର୍ଭ ବ୍ୟାଙ୍କ ଏହି ଅର୍ଥ ଦେଉଛି । ଆଜି ଏଠାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ନିର୍ବାଚନ ପୂର୍ବରୁ ବ୍ୟାଙ୍କ ତରଫରୁ ଏହି ଅର୍ଥ ପ୍ରଦାନ କରାଯିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.