ଦେଶ ବିଦେଶ

ରିଲାଏନ୍ସର ୪୬ତମ AGM: ଇସ୍ତଫା ଦେଲେ ନୀତା ଅମ୍ବାନୀ, ବୋର୍ଡରେ ସାମିଲ ହେଲେ ଇଶା, ଆକାଶ ଓ ଅନନ୍ତ

ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍‌ର ୪୬ତମ ଏଜିଏମ୍‌ରେ ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କମ୍ପାନୀ ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍ ବୋର୍ଡରେ ଇଶା ଅମ୍ବାନୀ, ଆକାଶ ଅମ୍ବାନୀ ଓ ଅନନ୍ତ ଅମ୍ବାନୀଙ୍କୁ ସାମିଲ କରାଯାଇଛି।

ବୋର୍ଡ ଅଫ୍ ଡାଇରେକ୍ଟର୍ସ RILର ଅଂଶୀଦାରମାନଙ୍କ ଅନୁମୋଦନ ପରେ କମ୍ପାନୀର ଅଣ-କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଇଶା ଏମ୍. ଅମ୍ବାନୀ, ଆକାଶ ଏମ୍. ଅମ୍ବାନୀ ଓ ଅନନ୍ତ ଏମ୍. ଅମ୍ବାନୀଙ୍କ ନିଯୁକ୍ତି ଉପରେ ବିଚାର କରିଛି। ଅଂଶୀଦାରମାନେ ଏହି କଥା ଉପରେ ସେମାନଙ୍କ ସମ୍ମତି ପ୍ରଦାନ କରିଥିଲେ।

ସେପଟେ ଇଶା, ଆକାଶ ଓ ଅନନ୍ତ ଅମ୍ବାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍ ବୋର୍ଡରେ ସାମିଲ ହେବା ସହିତ ନୀତା ଅମ୍ବାନୀ ବୋର୍ଡରୁ ଇସ୍ତଫା ଦେଇଛନ୍ତି। ଯଦିଓ ସେ ରିଲାଏନ୍ସ ଫାଉଣ୍ଡେସନର ଚେୟାରପର୍ସନ ଭାବରେ କାର୍ଯ୍ୟ ଜାରି ରଖିବେ।

ଅମ୍ବାନୀ ପରିବାରର ଆଗାମୀ ପିଢ଼ି ଇଶା, ଆକାଶ ଓ ଅନନ୍ତଙ୍କୁ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଅଫ୍ ଡାଇରେକ୍ଟର୍ସ ବୋର୍ଡରେ ସାମିଲ କରାଯାଇଛି। ନୀତା ଅମ୍ବାନୀ ନିର୍ଦ୍ଦେଶକ ବୋର୍ଡରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି ଉପରେ ରିଲାଏନ୍ସର ବୋର୍ଡ ଅଫ୍ ଡାଇରେକ୍ଟର୍ସ ମୋହର ଲଗାଇଛି।

ଏଥିସହ ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ମୁକେଶ ଅମ୍ବାନୀ ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିବେ।

Roshni

Recent Posts

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

4 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

7 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

27 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

1 hour ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago

ସାଇବର ଠକେଇର ଶିକାର ହେଲେ ଉଚ୍ଚ ଶିକ୍ଷିତା ମହିଳା ଅଧିକାରୀ, ହରାଇଲେ ୩ ଲକ୍ଷ ୩୯ହଜାର

ଭୁବନେଶ୍ୱର: ଅନେକ ସମୟରେ ଜନସାଧାରଣ ସାଇବର ଠକେଇର ଶିକାର ହେଉଥିବା ନଜର ଆସିଛି । ଚୋର ଠାରୁ ପୋଲିସ ଯେତେ ଚାଲାକ୍‌…

2 hours ago