ଚଳନ୍ତା ଟ୍ରେନ୍‌ରେ ଗୁଳିମାଡ଼, ୩ ଜଣ ଯାତ୍ରୀ ଓ ଜଣେ ଆରପିଏଫ ASIଙ୍କ ମୃତ୍ୟୁ

ଜୟପୁର ଏକ୍ସପ୍ରେସ୍‌ ଟ୍ରେନ୍‌( (12956) ଭିତରେ  ଆରପିଏଫ କନଷ୍ଟେବଳଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟ୍ରେନ୍‌ଟି ପାଲଘର ଅତିକ୍ରମ କରିବା ପରେ ଯାତ୍ରୀଙ୍କ ଉପରକୁ କନଷ୍ଟେବଳ ଗୁଳିମାଡ଼ କରିଥିବା ଖବର ମିଳିଛି।

କେନ୍ୟୁଜ୍(ବ୍ୟୁରୋ): ପୋଲିସ ବନ୍ଧୁକରେ ଅନ୍ଧାଧୁନ ଫାୟାରିଂ। ଚଳନ୍ତା ଟ୍ରେନ୍‌ରେ ଗୁଳିମାଡ଼। ଜୟପୁର ଏକ୍ସପ୍ରେସ୍‌ ଟ୍ରେନ୍‌( (12956) ଭିତରେ  ଆରପିଏଫ କନଷ୍ଟେବଳଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟ୍ରେନ୍‌ଟି ପାଲଘର ଅତିକ୍ରମ କରିବା ପରେ ଯାତ୍ରୀଙ୍କ ଉପରକୁ କନଷ୍ଟେବଳ ଗୁଳିମାଡ଼ କରିଥିବା ଖବର ମିଳିଛି।

କନଷ୍ଟେବଳଙ୍କ ଗୁଳିମାଡ଼ରେ ୩ ଜଣ ଯାତ୍ରୀ ଓ ଜଣେ RPF ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ASI)ଙ୍କ ମୃତ୍ୟୁ ହୋଇଛି। ଫାୟାରିଂ ପରେ କନଷ୍ଟେବଲ ଦହିସର ରେଲ୍‌ୱେ ଷ୍ଟେସନ ନିକଟରେ ଟ୍ରେନ୍‌ରୁ ଡେଇଁ ପଡ଼ିଥିଲେ। ତେବେ ଅଭିଯୁକ୍ତ କନଷ୍ଟେବଳଙ୍କୁ ଗିରଫ କରାଯାଇ ପଚରାଉଚରା ଚାଲିଥିବା ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.