୧-ରୁଷିଆ ଏବଂ ୟୁକ୍ରେନ୍ ମଧ୍ୟରେ ଶାନ୍ତି ପାଇଁ ଆଲୋଚନା ଜାରି ।
୨-ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନସ୍କି କହିଲେ ଆଗାମୀ ୨୪ ଘଣ୍ଟା ବହୁତ ଗୁରୁତ୍ୱପୂର୍ଣ୍ଣ ।
୩-ଜାତିସଂଘର ସୂଚନା, ଏହି ଯୁଦ୍ଧରେ ୧୦୨ ଜଣ ସାଧାରଣ ନାଗରିଙ୍କର ମୃତ୍ୟୁ ହୋଇଛି । ଏଥିରେ ୭ ଜଣ ଶିଶୁ ଅଛନ୍ତି ।
୪-ସାମ୍ପ୍ରତିକ ଯୁଦ୍ଧ ପରିସ୍ଥିତିକୁ ନେଇ ଭାରତର ଆଭିମୁଖ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
୫-ନିଜକୁ ରକ୍ଷା କରିବା ପାଇଁ ୟୁକ୍ରେନ୍ ନିଜର ସାଧାରଣ ନାଗରିକଙ୍କୁ ସାମନାରେ ରଖୁଛି ବୋଲି କହିଲେ ରୁଷୀୟ ସେନା ।
୬-ଆମେରିକାର ହ୍ଵାଇଟ୍ ହାଉସ୍ ସାମନାରେ ପ୍ରବାସୀ ୟୁକ୍ରେନ୍ବାସୀଙ୍କ ବିକ୍ଷୋଭ । ନିଜ ଦେଶକୁ ସମର୍ଥନ କରି ଧାରଣା ଦେଲେ ।
କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…
ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…
କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…
ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ…
ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…