Below header

ଆସନ୍ତା ୧୩ରୁ ସାବରୀମାଳା ଶୁଣାଣି, ବିଚାର କରିବେ ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ

କେରଳ: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ସାବରୀମାଳା ମାମଲାର ପୁନଃ ବିଚାର ଆବେଦନର ଶୁଣାଣି । ମାମଲାର ପୁନଃବିଚାର ପାଇଁ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ହୋଇଥିଲା । ଗତ ନଭେମ୍ବରରେ ପାଞ୍ଚ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ମାମଲାର ଶୁଣାଣି କରି ୭ ଜଣିଆ ଖଣ୍ଡପୀଠକୁ ପଠାଇ ଦେଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.