ଦେଶ ବିଦେଶ

ଆସାମ ମୁଖ୍ୟମନ୍ତ୍ରୀ ପଦରୁ ସର୍ବାନନ୍ଦ ସୋନୋଓ୍ଵାଲ ଦେଲେ ଇସ୍ତଫା, ହିମନ୍ତ ବିଶ୍ୱଶର୍ମା ହେବେ ଆସାମର ନୂଆ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ଆସାମ ମୁଖ୍ୟମନ୍ତ୍ରୀ ପଦରୁ ସର୍ବାନନ୍ଦ ସୋନୋଓ୍ଵାଲ ଦେଲେ ଇସ୍ତଫା । ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ଇସ୍ତଫା ଦେଲେ ସୋନୋଓ୍ଵାଲ । ବିଧାୟକ ଦଳ ବୈଠକ ପୂର୍ବରୁ ଇସ୍ତଫା ଦେଇଛନ୍ତି ସର୍ବାନନ୍ଦ । ସର୍ବାନନ୍ଦଙ୍କ ଇସ୍ତଫା ପରେ ହିମନ୍ତ ବିଶ୍ୱଶର୍ମା ହେବେ ଆସାମର ନୂଆ ମୁଖ୍ୟମନ୍ତ୍ରୀ।  ସେ ରାଜ୍ୟ ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି ।

ଦୀର୍ଘ ୭ ଦିନ ମାନସ ମଂଥନ ପରେ ହିମନ୍ତଙ୍କ ଉପରେ ଦଳ ଭରସା କରିଛି । ଆଜି ଗୌହାଟୀରେ ବିଜେପି ନବ ନିର୍ବାଚିତ ବିଧାୟକଙ୍କ ବୈଠକ ବସିଥିଲା । ଏଥିରେ ହିମନ୍ତ ବିଶ୍ୱଶର୍ମାଙ୍କୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯାଇଛି । କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓ ବରିଷ୍ଠ ବିଜେପି ନେତା ଅରୁଣ ସିଂ ଏବେ ଆସାମରେ ଅଛନ୍ତି । ବିଧାୟକ ଦଳ ବୈଠକରେ ପରେ ଏନଡିଏ ବୈଠକ ବସିବ । ସଂଧ୍ୟାରେ ସରକାର ଗଠନ ନେଇ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିବ ବିଜେପି । ଏହା ପୂର୍ବରୁ ଆସାମ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫାପତ୍ର ଦେଲେ ସର୍ବାନନ୍ଦ ସୋନୋଓ୍ଵାଲ । ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ।.

KNews Bureau

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

7 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

53 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

58 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago