Below header

NEET-PG ସଂରକ୍ଷଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସର୍ବଭାରତୀୟ କୋଟାରେ OBC/EWSଙ୍କୁ ସଂରକ୍ଷଣ ଦେବାକୁ ନିର୍ଦ୍ଦେଶ

NEET-PG ସଂରକ୍ଷଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ। NEET-PGରେ ଓବିସି ଛାତ୍ରଙ୍କୁ ୨୭% ସଂରକ୍ଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ତୁରନ୍ତ କାଉନସେଲିଂ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। EWS ବର୍ଗରେ ଆସୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ୧୦% ସଂରକ୍ଷଣ ରହିବ। ଚଳିତ ବର୍ଷରୁ ନିୟମ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.