ଦେଶ ବିଦେଶ

ମହାରାଷ୍ଟ୍ରରେ ୧୪୪ ଧାରା ଲାଗୁ ! ଚିହ୍ନଟ ହେଲେ ଆଉ ୭ ଓମିକ୍ରନ ଆକ୍ରାନ୍ତ

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଆଉ ୭ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ। ସେମାନଙ୍କ ମଧ୍ୟରେ ଅଛି ଜଣେ ୩ ବର୍ଷର ଶିଶୁ। ୭ ଜଣଙ୍କ ମଧ୍ୟରୁ ୪ଜଣ ଭ୍ୟାକ୍ସିନ ନେଇସାରିଛନ୍ତି। ୪ଜଣଙ୍କ ପାଖରେ କରୋନାର କୌଣସି ଲକ୍ଷଣ ଦେଖିବାକୁ ମିଳିନଥିଲା। ସେମାନଙ୍କ ମଧ୍ୟରେ ୩ଜଣ ମୁମ୍ବାଇର ହୋଇଥିବାବେଳେ ୪ଜଣ ପିମ୍ପିରି ଚିନଚ୍ଵାଦ ମୁନିସିପାଲିଟି ଅଞ୍ଚଳର।

ମୁମ୍ବାଇର ୩ଜଣ ବ୍ୟକ୍ତି ତାନଜେନିଆ, ବ୍ରିଟେନ ଓ ସାଉଥ ଆଫ୍ରିକାରୁ ଆସିଥିଲେ। ଏହାକୁ ମିଶାଇ ମହାରାଷ୍ଟ୍ରରେ ଓମିକ୍ରନ କେସ ୧୭ରେ ପହଞ୍ଚିଛି। ତେବେ ଓମିକ୍ରନ କେଶ ବଢୁଥିବାରୁ ମହାରାଷ୍ଟ୍ରରେ ୧୪୪ ଧାରା ଲାଗୁ କରାଯାଇଛି। ୧୧ ଓ ୧୨ ତାରିଖ ଦୁଇ ଦିନ ପାଇଁ ଲାଗୁ କରାଯାଇଛି ୧୪୪ ଧାରା। ରାଲି , ମୋର୍ଚ୍ଚା, ଶୋଭାଯାତ୍ରା ବ୍ୟାନ କରାଯାଇଛି । ଗାଡ଼ି ମଟର ଚଳାଚଳ ମଧ୍ୟ ବନ୍ଦ କରାଯାଇଛି।

Sonalisa

Recent Posts

ଆସନ୍ତାକାଲିଠାରୁ ପୁଣି ବଢ଼ିବ ତାତି, ତତଲା କଡ଼େଇରେ ଭାଜି ହେବେ ଓଡ଼ିଶାବାସୀ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…

37 mins ago

ଲୋକଙ୍କୁ ଉଷୁକାଇ କରୁଥିଲା ଦଙ୍ଗା, ପୋଲିସ ହାତରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ

ସୋରଡ଼ା(କେନ୍ୟୁଜ୍‌): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…

1 hour ago

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

1 hour ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

2 hours ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

2 hours ago

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ କେଦାର ଯାଦବ, ଫ୍ୟାନ୍ସଙ୍କୁ ଜଣାଇଲେ ଧନ୍ୟବାଦ

ଟି୨୦ ବିଶ୍ୱକପ ଚାଲିଥିବା ବେଳେ ଭାରତର ପ୍ରଥମ ମ୍ୟାଚ୍‌ ଜୁନ୍‌ ୫ ତାରିଖରେ ଖେଳାଯିବ । ଏହି ମ୍ୟାଚକୁ ଫ୍ୟାନ୍ସ…

2 hours ago