ପୁଣିଥରେ କଂଗ୍ରେସ୍ ସଂସଦୀୟ ଦଳର ନେତ୍ରୀ ହେଲେ ସୋନିଆ ଗାନ୍ଧୀ । ନବନିର୍ବାଚିତ କଂଗ୍ରେସ ଲୋକସଭା ସାଂସଦଙ୍କର ପ୍ରଥମ ବୈଠକରେ ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ସଂସଦୀୟ ଦଳର ନେତ୍ରୀ ଭାବେ ପୁଣି ଥରେ ନିର୍ବାଚିତ କରାଯାଇଛି। ଏହି ବୈଠକରେ କଂଗ୍ରେସ୍ ଅଧ୍ୟକ୍ଷ ରାହୁଲ୍ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ ।
ଏନେଇ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି କଂଗ୍ରେସ୍ ମିଡିଆ ପ୍ରଭାରୀ ରଣଦୀପ ସିଂହ ସୁରେଜବାଲ୍ । ଏହା ସହ କହିଛନ୍ତି ୧୨.୧୩ କୋଟି ଭୋଟରଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛୁ ଯିଏ କଂଗ୍ରେସ୍ ଉପରେ ବିଶ୍ୱାସ କରିଛନ୍ତି ।
ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର ରାଏବରେଲି ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଦିନେଶ ପ୍ରତାପ ସିଂହଙ୍କୁ ୧. ୬୭ ଲକ୍ଷରୁ ଅଧିକ ଭୋଟ୍ରେ ପରାଜିତ କରିଛନ୍ତି ସୋନିଆ ଗାନ୍ଧୀ ।
ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…
ଭୁବନେଶ୍ୱର (କେନ୍ୟୁଜ୍) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…
ଯାଜପୁର(କେନ୍ୟୁଜ୍): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…
ଭୁବନେଶ୍ୱର(କେନ୍ୟୁଜ୍): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…
ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…
ଭୁବନେଶ୍ୱର(କେନ୍ୟୁଜ୍): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…