ଦେଶ ବିଦେଶ

ଚାଲିଗଲେ ସଙ୍ଗୀତ ଜଗତର ବାଦଶାହ୍ ଏସ.ପି ବାଲ୍ ସୁବ୍ରମଣ୍ୟମ୍, ୭୪ ବର୍ଷ ବୟସରେ ଘରୋଇ ମେଡିକାଲରେ ବୁଜିଲେ ଆଖି

କେନ୍ୟୁଜ୍(ବ୍ୟୁରୋ): ପର ପାରିରେ ବିଶିଷ୍ଟ ଲୋକପ୍ରିୟ ସଙ୍ଗୀତକାର ଏସ.ପି ବାଲ ସୁବ୍ରମଣ୍ୟମ। ମୃତ୍ୟୁ ବେଳକୁ  ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଚେନ୍ନାଇର ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଆଜି ତାଙ୍କର ମ୍‌ତ୍ୟୁ ହୋଇଥିବା  ସୂଚନା ମିଳିଛି।

ବାଲ ସୁବ୍ରମଣ୍ୟମ୍ ଚେନ୍ନାଇର ନେଲୋରେ ଜନ୍ମଗ୍ରହଣ କରିଥିଲେ । ପରେ ତାମିଲ,ତେଲୁଗୁ, ହିନ୍ଦୀ,କନ୍ନଡ ଭାଷାରେ ୪୦ ହଜାରରୁ ଉର୍ଦ୍ଧ୍ବ ସଙ୍ଗୀତ ଗାୟନ କରିସାରିଛନ୍ତି। ସେ ୪୦ ହଜାରରୁ ଉର୍ଦ୍ଧ୍ବ ସଙ୍ଗୀତ ଗାଇ ସୁବ୍ରମଣ୍ୟମ ଗିନିଜ୍ ବୁକ୍ ରେକର୍ଡ ଅର୍ଜନ କରିଥିଲେ। ତାଙ୍କ ବିୟୋଗରେ ବଲିଉଡ ଓ ସଙ୍ଗୀତକାର ଜବତରେ ଶୋକର ଛାୟା  ଖେଳିଯାଇଛି।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଆର୍ଥିକ ସଙ୍କଟ ଦୂର ହେବ, ପରିବାର ସହିତ ଖୁସିର ସମୟ କାଟିବେ

ମେଷ: ଆଜି ନିଜ ଉପରେ ଆତ୍ମବିଶ୍ୱାସ ରଖିବେ । ଜୀବନସାଥୀଙ୍କୁ ମନର କଥା କହି ପାରନ୍ତି । କୌଣସି କାମ…

16 mins ago

ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ, ଲାଗୁ ହେବ ଟ୍ରାଫିକ କଟକଣା

ପୁରୀ : ଜୁନ ୨୨ରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ । ୧୦୮ ଗଡୁ ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ ମହାପ୍ରୠୁ…

2 hours ago

ବାଲେଶ୍ବର ସହରରେ ୧୯ ତାରିଖ ମଧ୍ୟରାତ୍ରି ଯାଏ କର୍ଫ୍ୟୁ, ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ବାଲେଶ୍ବର : ବାଲେଶ୍ବର ସହରରେ କର୍ଫ୍ୟୁ ପରେ ୪୮ ଘଣ୍ଟା ପାଇଁ ସୋସିଆଲ ମିଡିଆ ବନ୍ଦ । ଗୋଷ୍ଠୀ ସଂଘର୍ଷ…

2 hours ago

ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କଲେ

ବରଗଡ଼ : ସେପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

2 hours ago

ଅଟୋ ଓଲଟି ଡ୍ରାଇଭର ସମେତ ୫ ଆହାତ, ମେଡିକାଲରେ ଭର୍ତ୍ତି

ଆସ୍କା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜାନିବିଲି ଗ୍ରାମ ନିକଟରେ ଯାତ୍ରୀବାହି ଅଟୋ ଓଲଟି ଡ୍ରାଇଭର ସମେତ ୫…

3 hours ago

ଦିଲ୍ଲୀରୁ ୪ ଲକ୍ଷ ଟଙ୍କା ଓ ୭୦ ଲକ୍ଷର ହୀରା ସୁନା ଗହଣା ଚୋରି କରିଥିଲେ ସୋରରୁ ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ସୋର(କେନ୍ୟୁଜ୍‌): ଦିଲ୍ଲୀରେ ଚଳାଇଥିଲେ ଲୁଟ୍‌ର ଆତଙ୍କ । କୋଟି କୋଟି ଟଙ୍କା ଲୁଟି ଦିଲ୍ଲୀରୁ ଛୁ ମାରିଥିଲେ । ସେ…

4 hours ago