ନୂଆଦିଲ୍ଲୀ: ଆକାଶରେ ଦେଖିବାକୁ ମିଳିବ ବିରଳ ମହାଜାଗତିକ ଦୃଶ୍ୟ। ବୃହସ୍ପତି, ଶନି ଓ ମଙ୍ଗଳ ଗ୍ରହର ଖୁବ୍ ପାଖରେ ରହିବ ଚନ୍ଦ୍ର। ଏହି ଦୃଶ୍ୟ ୧୬ , ୧୭ ଏବଂ ୨୫ ଓ ୨୭ ତାରିଖରେ ମଧ୍ୟ ଦୃଶ୍ୟମାନ ହେବ। ଏହି ତିନିଟି ଗ୍ରହ ଏପ୍ରିଲ ମାସସାରା ପାଖାପାଖି ରହିବେ। ପ୍ରତିଦିନ ଭୋର ସମୟରେ ଉତ୍ତର-ପୂର୍ବ ଦିଗବଳୟ ଉପରେ ଦୀର୍ଘ ୧ ଘଣ୍ଟା ଧରି ଦେଖାଯିବ। ସେହିପରି ଶୁକ୍ର ଗ୍ରହ ଖୁବ୍ ଉଜ୍ୱଳ ହୋଇ ପଶ୍ଚିମ ଆକାଶରେ ୩ ଘଣ୍ଟା ଧରି ଦୃଶ୍ୟ ହେବ। ଏପ୍ରିଲ ମାସ ସାରା ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ତେବେ ୨୬ ଓ ୨୭ ତାରିଖରେ ଚନ୍ଦ୍ର ଶୁକ୍ର ଗ୍ରହର ଖୁବ୍ ପାଖରେ ରହିବ। ଏହି ବିରଳ ଦୃଶ୍ୟ ଦେଖିବାକୁ ପଠାଣି ସାମନ୍ତ ପ୍ଲାନେଟୋରିଅମ ପକ୍ଷରୁ ଅନୁରୋଧ କରାଯାଇଛି।
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…
ଭୁବନେଶ୍ୱର(କେନ୍ୟୁଜ୍): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…
ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ବର୍ତ୍ତମାନ ଚର୍ଚ୍ଚାରେ । ଗମ୍ଭୀରଙ୍କ ମେଣ୍ଟରଶିପ୍ରେ କୋଲକାତା ନାଇଟ୍ ରାଇଡର୍ସ (KKR)…
ଭୁବନେଶ୍ୱର(କେନ୍ୟୁଜ୍): ପାରିବାରିକ ମାସିକ ପତ୍ରିକା କାଦମ୍ବିନୀ ପକ୍ଷରୁ ପାଳିତ ହୋଇଯାଇଛି ଆର୍ଟ ଅଫ୍ ଗିଭିଂ ଦିବସ। ଭୁବନେଶ୍ବର ଭରତପୁର ବସ୍ତିରେ…