ଦେଶ ବିଦେଶ

ତେଲେଙ୍ଗାନାରେ ସିଏମ୍‌ କେସିଆର୍‌ଙ୍କ ଦଳକୁ ଝଟ୍‌କା, ପୂର୍ବତନ ସାଂସଦ ପିଏସ୍‌ ରେଡ୍ଡୀଙ୍କ ସମେତ ୧୦ ନେତା କଂଗ୍ରେସର ହାତ ଧରିଲେ

ତେଲେଙ୍ଗାନା ସିଏମ୍‌ କେସିଆରଙ୍କ ପାର୍ଟି ‘ବିଆରଏସ’କୁ କଂଗ୍ରେସ ବଡ଼ ଝଟ୍‌କା ଦେଇଛି। ପୂର୍ବତନ ସାଂସଦ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ, ତେଲେଙ୍ଗାନାର ପୂର୍ବତନ ମନ୍ତ୍ରୀ ଜୁପଲି କୃଷ୍ଣା ରାଓଙ୍କ ସମେତ ୧୦ ନେତା ସୋମବାର କଂଗ୍ରେସରେ ଯୋଗ ଦେଇଛନ୍ତି।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍‌ଗେ ଓ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଏହି ନେତାମାନେ ପାର୍ଟି ସହ ହାତ ମିଳାଇଛନ୍ତି।

ଏହି ସମୟରେ କଂଗ୍ରେସର ସଙ୍ଗଠନ ମହାସଚିବ କେସି ଭେନୁଗୋପାଲ, ଦଳର ତେଲେଙ୍ଗାନା ପ୍ରଭାରୀ ମାଣିକରାଓ ଠାକରେ ଏବଂ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ରେଭନ୍ତ ରେଡ୍ଡୀ ଉପସ୍ଥିତ ଥିଲେ। ମଲ୍ଲିକାର୍ଜୁନ ଖରଗେ ଓ ରାହୁଲ ଗାନ୍ଧୀ ଏହା ବ୍ୟତୀତ ଏଆଇସିସି କାର୍ଯ୍ୟାଳୟରେ ତେଲେଙ୍ଗାନା କଂଗ୍ରେସର ନେତାମାନଙ୍କୁ ମଧ୍ୟ ଭେଟିଥିଲେ।

Roshni

Recent Posts

ଆଜିର ରାଶିଫଳ: ଖର୍ଚ୍ଚ ବଢ଼ିବ, ସଞ୍ଚୟ କମିବ; ଜାଣନ୍ତୁ ଆଜି କେଉଁ ରାଶି କ’ଣ କହୁଛି

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଉତ୍ତମ ରହିବ । ସୃଜନଶୀଳ କାର୍ଯ୍ୟରେ ଭଲ ପ୍ରଦର୍ଶନ କରିବେ । ନିଜ…

46 seconds ago

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

1 min ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

15 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

16 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

59 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago