ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ଅମରନାଥ, ବଡ଼ ଧରଣର ଆକ୍ରମଣ ପାଇଁ ଯୋଜନା ଚାଲିଥିବା ଗୁଇନ୍ଦା ପକ୍ଷରୁ ସୂଚନା

ଉତ୍ତରାଖଣ୍ଡ(କେନ୍ୟୁଜ୍): ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ଅମରନାଥ ଯାତ୍ରା। ବଡ଼ ଧରଣର ଆକ୍ରମଣ ପାଇଁ ଯୋଜନା ଚାଲିଥିବା ଗୁଇନ୍ଦା ସୂଚନା ପରେ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିଯାଇଛି। ଅମରନାଥ ଯାତ୍ରୀଙ୍କୁ ଫେରି ଆସିବାକୁ କୁହାଯାଇଛି। ପର୍ଯ୍ୟଟକଙ୍କୁ ମଧ୍ୟ ତୁରନ୍ତ କାଶ୍ମୀର ଉପତ୍ୟାକା ଛାଡ଼ିବା ପାଇଁ ଜାରି ହୋଇଛି ଆଡ଼ଭାଇଜରି । ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଡ଼ଭାଇଜରି ଜାରି କରାଯାଇଛି। ସେପଟେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ସମସ୍ତ ଏୟାରଲାଇନ୍ସକୁ ସଜାର ରହିବା ପାଇଁ କହିଛିି। ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ଶ୍ରୀନଗରରୁ ଆଣିବା ପାଇଁ ଅତିରିକ୍ତ ବିମାନ ତୟାର ରଖିବାକୁ କହିଛନ୍ତି ଡିଜିସିଏ।

ସେପଟେ ଏହି ଘଟଣାକୁ ନେଇ ରାଜନୀତି ବି ତେଜିଛି। କାଶ୍ମୀର ଘାଟିରେ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକଙ୍କୁ ଶୀଘ୍ର ଫେରିବା ଆସିବା ସମ୍ପର୍କିତ ଆଡଭାଇଜରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପିଡିପି ଓ ନ୍ୟାସନାଲ୍‌ କନଫରେନ୍ସ। ସେମାନେ ଆଶାଙ୍କ କରୁଛନ୍ତି, ଅଧା ରାତିରେ କାଶ୍ମୀରକୁ ନେଇ କୌଣସି ବଡ଼ ଧରଣର ଫୈସଲା କରି ପାରନ୍ତି କେନ୍ଦ୍ର ସରକାର।

KNews Bureau

Recent Posts

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

55 seconds ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

39 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago