Below header

ମଧ୍ୟପ୍ରଦେଶ: ମନ୍ଦିରରେ ମାଡ଼ ହୋଇ ଖଣ୍ଡବିଖଣ୍ଡିତ ହେଲା ବିମାନ, ପାଇଲଟ ମୃତ, ଜଣେ ଆହତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶ ରେଓ୍ଵା ଜିଲ୍ଲାରେ ବିମାନ ଦୁର୍ଘଟଣା । ମନ୍ଦିରରେ ମାଡ଼ ହୋଇ ଖଣ୍ଡବିଖଣ୍ଡିତ ହେଲା ବିମାନ। ଦୁର୍ଘଟଣାରେ ପାଇଲଟ ମୃତ, ଜଣେ ଆହତ । ବିମାନଟି ଏକ ପାଇଲଟ ଟ୍ରେନିଂ କମ୍ପାନୀର । ଟ୍ରେନିଂ ବେଳେ ମନ୍ଦିରର ଉପରି ଭାଗରେ ମାଡ଼ ହୋଇଯାଇଥଲା ବିମାନ । ଖରାପ ପାଣିପାଗ ଯୋଗୁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.