ନୂଆଦିଲ୍ଲୀ : ମଧ୍ୟପ୍ରଦେଶ ରେଓ୍ଵା ଜିଲ୍ଲାରେ ବିମାନ ଦୁର୍ଘଟଣା । ମନ୍ଦିରରେ ମାଡ଼ ହୋଇ ଖଣ୍ଡବିଖଣ୍ଡିତ ହେଲା ବିମାନ। ଦୁର୍ଘଟଣାରେ ପାଇଲଟ ମୃତ, ଜଣେ ଆହତ । ବିମାନଟି ଏକ ପାଇଲଟ ଟ୍ରେନିଂ କମ୍ପାନୀର । ଟ୍ରେନିଂ ବେଳେ ମନ୍ଦିରର ଉପରି ଭାଗରେ ମାଡ଼ ହୋଇଯାଇଥଲା ବିମାନ । ଖରାପ ପାଣିପାଗ ଯୋଗୁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ପୁରୀ(କେନ୍ୟୁଜ୍) : ରାତି ପାହିଲେ ଭୋଟ ଗଣତି ବାହାରିବ ନିର୍ବାଚନ ଫଳ । କିଏ ପିନ୍ଧିବ ବିଜୟ ମୁକୁଟ ସେନେଇ…
ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ କାଳବୈଶାଖୀ ବର୍ଷା ପ୍ରଭାବରେ କମିଛି ତାତି । ଫଳରେ ଆସନ୍ତା ୨୪ ଘଣ୍ଟା ଯାଏ ନାହିଁ ଗ୍ରୀଷ୍ମ…
ସୋରଡ଼ା(କେନ୍ୟୁଜ୍): ଦୁର୍ଦ୍ଦାନ୍ତ ଅପରାଧୀ ଅମ୍ବିକା ଦାସ ଗିରଫ। ଅମ୍ବିକା ଦାସକୁ ଗିରଫ କଲା ସୋରଡ଼ା ପୋଲିସ । ଗଞ୍ଜାମ ଜିଲ୍ଲା…
ବାଙ୍ଗିରିପୋଷି(କେନ୍ୟୁଜ୍): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…
ଭୁବନେଶ୍ୱର(କେନ୍ୟୁଜ୍): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…
ଆଜିର ଖରାପ ଲାଇଫ୍ ଷ୍ଟାଇଲ୍ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…