ନୂଆଦିଲ୍ଲୀ (କେନ୍ୟୁଜ): କରୋନାର ସମ୍ଭାବିତ ତୃତୀୟ ଲହର ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ଅପରାହ୍ନ ୩ଟା ୩୦ରେ ବୈଠକ ବସିବ। ଅକ୍ଟୋବରରେ ପିକ୍ ହେବ ଥାର୍ଡ େଓ୍ଵଭ। ଥାର୍ଡ ଓ୍ଵଭକୁ ନେଇ ସତର୍କ କରାଇଛି ଗୃହମନ୍ତ୍ରଣାଳୟ। ଥାର୍ଡ େଓ୍ଵଭରେ ଶିଶୁମାନେ ଅଧିକ ପ୍ରଭାବିତ ହୋଇପାରନ୍ତି । NIDM ଅନ୍ତର୍ଗତ ଏକ କମିଟି ପକ୍ଷରୁ ଏପରି ସତର୍କବାଣୀ ଜାରି କରାଯାଇଛି। ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମିତ ହେବେ। ତେଣୁ କେନ୍ଦ୍ର ସରକାରଙ୍କୁ ଏନେଇ ପ୍ରସ୍ତୁତ ରହିବାକୁ କୁହାଯାଇଛି।
ଶିଶୁମାନଙ୍କ ପାଇଁ ଅଧିକ ସଂଖ୍ୟାରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆମ୍ବୁଲାନ୍ସ, ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଏହା ସହ ବର୍ତ୍ତମାନର କରୋନା ସ୍ଥିତି ନେଇ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ। ତୃତୀୟ ଲହର ପୂର୍ବରୁ କେତେ ପ୍ରସ୍ତୁତ ଅଛନ୍ତି ସରକାର, ଏନେଇ ଆଜିର ବୈଠକରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…