ଦେଶ ବିଦେଶ

ହିମାଚଳ ପ୍ରଦେଶରେ ମର୍ମନ୍ତୁଦ ବସ୍‌ ଦୁର୍ଘଟଣା, ଚାଲିଗଲା ୫ ଜୀବନ, ହସ୍ପିଟାଲ ବେଡ୍‌ରେ ଚାଲିଛି ଆହତଙ୍କ ଚିକିତ୍ସା

ହିମାଚଳ ପ୍ରଦେଶରେ ହୋଲି ଦିନ ମର୍ମନ୍ତୁଦ ବସ୍‌ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ହିମାଚଳର ଚମ୍ବା ଜିଲାରେ ମଙ୍ଗଳବାର ସକାଳ ପାଖାପାଖି ସାଢ଼େ ୬ଟାରେ ଏହି ଦୁର୍ଘଟଣା ଘଟିଥିଲା।

ଖବରରୁ ଜଣାପଡ଼ିଛି, ଏଚ୍‌ଆର୍‌ଟିସି ବସ୍‌ ଡେରାଡୁନ୍‌ରୁ ଚଣ୍ଡୀଗଡ଼ ଦେଇ ଚମ୍ବା ଆସୁଥିଲା। ଚମ୍ବା ପଠାନକୋର୍ଟ ରାସ୍ତାରେ କାଙ୍ଗୁର ଚେହଲି ନିକଟରେ ଏହା ଦୁର୍ଘଟଣାର ଶିକାର ହୋଇଥିଲା। ଆହତ ଯାତ୍ରୀମାନଙ୍କ ଚିତ୍କାର ଶୁଣି ନିକଟସ୍ଥ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ କରୁଛି।

Roshni

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

18 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

27 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

39 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

46 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

48 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago