ଦେଶ ବିଦେଶ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ ଏବଂ ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୩ ମୃତ

ମୁଜାଫରପୁରରେ ଭୟଙ୍କର ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଟ୍ରକ ଏବଂ ଟ୍ରାକ୍ଟର ଟ୍ରଲି ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ହସପିଟାଲରେ ଭର୍ତ୍ତି କରିଛି । ତେବେ ଦୁର୍ଘଟଣା ମୀରାପୁର ଥାନା କୈଥୋଡା ଗାଁ ନିକଟରେ ହୋଇଛି ।

ଖବର ମୁତାବକ, ଟ୍ରକଟି ହରିୟାଣା ଅମ୍ବାଲାରୁ ଔଷଧ ନେଇ ବିହାର ଯାଉଥିବା ବେଳେ ମେରଟ-ପୌଡି ରାଜମାର୍ଗରେ ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ପୋଲିସ ପହଞ୍ଚିବା ପୂର୍ବରୁ ସ୍ଥାନୀୟ ଲୋକ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ । ଏହାପରେ ପୋଲିସକୁ ଖବର ଦେଇଥିଲେ ।
ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଆହତଙ୍କୁ ହସପିଟାଲରେ ଭର୍ତ୍ତି କରିଛି ।

ସୂଚନାଯୋଗ୍ୟ, ଗତ ମାସରେ ମୁଜାଫରପୁରନଗରରେ ବଡ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ୬ ଜଣଙ୍କର ଜୀବନ ଚାଲିଯାଇଥିଲା ।

Swagatika

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

11 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

24 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

24 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

10 hours ago