ଦେଶ ବିଦେଶ

ଆଜି ଚାଷୀଙ୍କ ପକ୍ଷରୁ ଦେଶବ୍ୟାପୀ ରାସ୍ତା ଅବରୋଧ: ଦିନ ୧୨ ଟାରୁ ୩ଟା ପର୍ଯ୍ୟନ୍ତ କରାଯିବ ଚକା ଜାମ୍‌

କେନ୍ଯୁଜ୍: ଆଜି ଚାଷୀଙ୍କ ୩ ଘଣ୍ଟିଆ ଚକା ଜାମ୍‌ । ଦିନ ୧୨ ଟାରୁ ୩ଟା ପର୍ଯ୍ୟନ୍ତ ଚକାଜାମ୍‌ କରାଯିବ । ଦେଶବ୍ୟାପୀ ରାସ୍ତା ଅବରୋଧ କରିବେ ଚାଷୀ । ଦିଲ୍ଲୀରେ ରାସ୍ତା ଅବରୋଧ ହେବ ନାହିଁ । ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡରେ ରାସ୍ତା ଅବରୋଧ କରିବେନି ଚାଷୀ । ଯେକୌଣସି ସମୟରେ ଏହି ଦୁଇ ରାଜ୍ୟର ଚାଷୀଙ୍କୁ ଦିଲ୍ଲୀ ଡକାଯାଇପାରେ ବୋଲି ଭାରତୀୟ କିଷାୟନ ୟୁନିୟନ୍‌ ମୁଖପାତ୍ର ରାକେଶ ଟିକାୟତ ସୂଚନା ଦେଇଛନ୍ତି ।

ଅନ୍ୟପଟେ ଜାନୁଆରୀ ୨୬ ହିଂସାକାଣ୍ଡକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ବିଶେଷ କରି ଦିଲ୍ଲୀ ସୀମା ଉପରେ ନଜର ରଖାଯାଇଛି । ଯେପରି ଦିଲ୍ଲୀ ଭିତରକୁ ଉପଦ୍ରବୀ ପଶି ନପାରନ୍ତି । ସିଂଘୁ, ଟିକ୍ରି ଓ ଗାଜିପୁର ସୀମାରେ ବ୍ୟାରିକେଡ୍‌ର ଦୁର୍ଗ ତିଆରି କରିଛି ଦିଲ୍ଲୀ ପୋଲିସ ।

Sonalisa

Recent Posts

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

1 min ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

6 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

14 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

32 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

34 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

1 hour ago