କୋଲକତା: ଆଜି ବେଙ୍ଗଲ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ୫ ଜିଲ୍ଲାର ୪୪ଟି ଆସନରେ ଚାଲିଛି ଭୋଟିଂ । ଏହି ଜିଲ୍ଲାଗୁଡ଼ିକ ହେଉଛି କୋଚବେହାର, ଆଲିପୁରଦୁଆର୍, ଦକ୍ଷିଣ ୨୪ ପ୍ରଗଣା, ହାଓଡ଼ା ଓ ହୁଗୁଳି । ଏହି ପର୍ଯ୍ୟାୟ ପାଇଁ ମୈଦାନରେ ଅଛନ୍ତି ୩୭୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରେ ୫୦ ଜଣ ମହିଳା ପ୍ରାର୍ଥୀ ଅଛନ୍ତି ।
ଶ୍ରାବନ୍ତି ଚାଟାର୍ଜୀ ଓ ପାୟଲ ଘୋଷଙ୍କ ପରି ସୋଲିବ୍ରିଟିଙ୍କ ଭାଗ୍ୟ ପରୀକ୍ଷା ହେବ । ଚତୁର୍ଥ ପର୍ଯ୍ୟାୟ ଭୋଟିଂ ପାଇଁ ୧୨ ହଜାର ୩୧୦ଟି ମତଦାନ କେନ୍ଦ୍ର ହୋଇଛି । ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ତୃତୀୟ ପର୍ଯ୍ୟାୟ ଭୋଟିଂ ବେଳେ ବିଭିନ୍ନ ବୁଥ୍ରେ ହିଂସାକାଣ୍ଡ ଦେଖିବାକୁ ମିଳିଥିଲା । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ପଶ୍ଚିମବଙ୍ଗରେ ମୋଟ ୮ ପର୍ଯ୍ୟାୟରେ ଭୋଟ ଗ୍ରହଣ ହେଉଛି ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…