ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଶ୍ରାଦ୍ଧବାର୍ଷିକୀ

କେନ୍ୟୁଜ୍ : ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଆଜି ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେଦ୍ର ମୋଦି ଟ୍ଵିଟ୍‌ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନସାରୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଣ୍ଡିତ ଜାବାହାରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଶାନ୍ତିବନରେ ଥିବା ନେହେରୁଙ୍କ ସମାଧି ପୀଠରେ ପୁଷ୍ପ ଅର୍ପଣ କରିଛନ୍ତି। ୧୮୮୯ ନଭେମ୍ବର ୧୪ରେ ଚାଚା ନେହେରୁ ଜନ୍ମଗ୍ରହଣ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.