ଦେଶ ବିଦେଶ

ଆଜି କାର୍ଗିଲ ବିଜୟ ଦିବସ: ଦେଶ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସହିଦଙ୍କୁ ମନେ ପକାଉଛି ସାରା ଦେଶ

ନୂଆଦିଲ୍ଲୀ : ଆଜି କାର୍ଗିଲ ବିଜୟ ଦିବସ । ୧୯୯୯ ମସିହାରେ ହୋଇଥିବା କାର୍ଗିଲ ଯୁଦ୍ଧ, ପାକିସ୍ତାନ ଉପରେ ଭାରତର ବିଜୟକୁ ସ୍ମରଣ କରିବା ତଥା ପାଳନ କରିବା ପାଇଁ ପ୍ରତିବର୍ଷ ଜୁଲାଇ ୨୬ରେ ସାରା ଦେଶରେ କାର୍ଗିଲ ଦିବସ ପାଳନ କରାଯାଇଥାଏ । ଏହି ଯୁଦ୍ଧ ସମୟରେ ସାହସୀ ଭାରତୀୟ ସୈନିକମାନେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ପରାସ୍ତ କରିଥିଲେ ।

ଯେଉଁମାନେ ବେଆଇନ ଭାବେ କାର୍ଗିଲରେ ଭାରତୀୟ ପୋଷ୍ଟ ଧରିବାକୁ ଉଦ୍ୟମ କରିଥିଲେ । ଏହି ଯୁଦ୍ଧ ୬୦ ଦିନରୁ ଅଧିକ ସମୟ ଧରି ଚାଲିଥିଲା ଏବଂ ପାକିସ୍ତାନ ଦ୍ୱାରା ପରିଚାଳିତ ସମସ୍ତ ଅଞ୍ଚଳକୁ ଭାରତ ନିଜ ଅଧୀନକୁ ଆଣିବା ସହିତ ଶେଷ ହୋଇଥିଲା । ଏହି ଯୁଦ୍ଧରେ ଦେଶ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୫୨୭ ସହିଦଙ୍କୁ ସ୍ମରଣ କରିବା ପାଇଁ ମଧ୍ୟ ଏହି ଦିନ ପାଳନ କରାଯାଏ । ୨୪ତମ ବାର୍ଷିକୀ ଅବସରରେ ଲାମୋଚେନ୍‌ ଦ୍ରାସ୍‌ ଠାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି ଅବସରରେ କାର୍ଗିଲ୍‌ ଯୁଦ୍ଧର ବିଭିନ୍ନ ଘଟଣାବଳୀକୁ ନେଇ ଏକ ଡକ୍ୟୁମେଣ୍ଟାରୀ ପ୍ରଦର୍ଶିତ ହୋଇଛି ।

 

Barsha

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

2 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

3 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

3 hours ago