Below header

ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ, ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ(କେନ୍ୟୁଜ୍): ଆଜି ଜାନୁଆରୀ ୩୦ତାରିଖ । ଜାତିର ପିତାଙ୍କ ତିରୋଧାନ ଦିବସ । ୧୯୪୮ ଆଜିର ଦିନରେ ଜାତିର ପିତା ମହାତ୍ମା ଗାନ୍ଧୀ ଆତତାୟୀର ଗୁଳିରେ ପ୍ରାଣ ହରାଇଥିଲେ । ନୂଆଦିଲ୍ଲୀର ବିର୍ଲା ହାଉସରେ ପ୍ରାର୍ଥନା ସଭାରେ ଯୋଗ ଦେବାକୁ ଯାଉଥିବା ବେଳେ ନାଥୁୁରାମ ଗଡ଼ସେର ଗୁଳିମାଡ଼ରେ ଟଳି ପଡ଼ିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.