ଉତ୍ତରାଖଣ୍ଡରେ ଭୂମିକମ୍ପ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୭ ରେକର୍ଡ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଭୂମିକମ୍ପ ।  ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୪.୭ । ତେବେ ଭୁମିକମ୍ପରେ କାହାର କୌଣସି କ୍ଷତି ହୋଇ ନଥିବା ଜଣାପଡିଛି । ଲୋକଙ୍କ ମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଛି ଉତ୍ତରାଖଣ୍ଡ ପ୍ରଶାସନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.