ଟ୍ରେଡ ୟୁନିୟନର ବନ୍ଦ ଡାକରାକୁ ବିଜେଡିର ସମର୍ଥନ, ଆସନ୍ତାକାଲି ୧୨ଦଫା ଦାବିରେ ୨୪ଘଣ୍ଟିଆ ବନ୍ଦ ଡାକରା, ବନ୍ଦ ରହିପାରେ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନବଜାର, ମଲ୍‌

ଆସନ୍ତାକାଲି କ୍ରେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ ସ୍ୱାଧୀନ ଫେଡେରେସନ ମିଳିତ ମଞ୍ଚର ଦେଶବ୍ୟାପୀ ସାଧାରଣ ଧର୍ମଘଟ । ବେରୋଜଗାରୀ, ଶ୍ରମ ଆଇନ କୋଅର୍ଡିଫିକେସନ, ବିଭିନ୍ନ ରାଷ୍ଟ୍ରାୟତ୍ତ ସଂସ୍ଥାର ଘରୋଇକରଣ ପ୍ରତିବାଦ ସମେତ ୧୨ ଦଫା ଦାବିରେ ୨୪ ଘଣ୍ଟିଆ ଧର୍ମଘଟ ଡାକରା ଦିଆଯାଇଛି । ଏହାସହ ସର୍ବନିମ୍ନ ବେତନ ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ମଧ୍ୟ ରହିଛି । ଦେଶରେ ଦେଖାଯାଇଥିବା ଉତ୍କଟ ଆର୍ଥିକ ମାନ୍ଦାବସ୍ଥା ଓ ଏହାର ପ୍ରଭାବ ନେଇ ଧର୍ମଘଟର ଡାକରା ଦିଆଯାଇଛି । ଭାରତ ବନ୍ଦରୁ ଅତ୍ୟାବଶ୍ୟକ ସେବାକୁ ବାଦ ଦିଆଯାଇଥିବା ବେଳେ ପରୀକ୍ଷାର୍ଥୀଙ୍କୁ ମଧ୍ୟ ପ୍ରତିରୋଧ କରାଯିବନି । ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ ପାଇଁ ଆହ୍ଵାନ ଦିଆଯାଇଛି । ବନ୍ଦକୁ ସମର୍ଥନ ଜଣାଇଛନ୍ତି ବିଭିନ୍ନ ରାଜନୈତିକ ।

ଆସନ୍ତାକାଲି ବନ୍ଦ ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇ ପାରେ । ବନ୍ଦ ରହିବ ଘରୋଇ ବସ୍‌ ଚଳାଚଳ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ । ବନ୍ଦ ରହିପାରେ ସ୍କୁଲ କଲେଜ ଓ ଶିକ୍ଷାନୁଷ୍ଠାନଗୁଡିକ । ଗମନାଗମନ ବାଧାପ୍ରାପ୍ତ ହୋଇପାରେ । ବସ୍‌ ଚଳାଚଳ ବନ୍ଦ ହେଉଥିବା ବେଳେ ବିଭିନ୍ନ ରେଳ ଷ୍ଟେସ୍‌ନଗୁଡିକରେ ଆନ୍ଦୋଳନକାରୀ ଟ୍ରେନ୍‌ ଅଟକାଇ ପାରନ୍ତି । ବ୍ୟାଙ୍କ ସେବା ମଧ୍ୟ ବାଧାପ୍ରାପ୍ତ ହୋଇପାରେ । ବ୍ୟବସାୟୀକ ପ୍ରତିଷ୍ଠାନ, ଦୋକାନବଜାର, ମଲ୍‌ ଗୁଡିକ ବନ୍ଦ ରହିପାରେ ।

KNews Bureau

Recent Posts

ଦୋକାନ ଭିତରେ ମାଡିଗଲା ଟ୍ରକ: ଜଣେ ମୃତ, ୨ ଗୁରୁତର

ଆସିକା (କେନ୍ୟୁଜ): ଦୋକାନ ଭିତରେ ମାଡିଗଲା ଟ୍ରକ ।  ଜଣେ ମୃତ, ୨ ଗୁରୁତର ।  ଗୁରୁତରଙ୍କୁ ଆସିକା ଉପଖଣ୍ଡ…

6 mins ago

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେବେ କାମଚଳା ବାଚସ୍ପତି, ଆଜି ରାଜଭବନରେ ନେବେ ଶପଥ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ୧୯ ତାରିଖରେ ବାଚସ୍ପତି ପଦ ପାଇଁ…

38 mins ago

ଆଜିର ପେଟ୍ରୋଲ ଦର ଅପଡେଟ, ଗାଡ଼ିରେ ତେଲ ପକାଇବା ପୂର୍ବରୁ ଏଠାରେ ଚେକ କରିନିଅନ୍ତୁ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

55 mins ago

ବାହାଘର ପାଇଁ ସୁନା କିଣିବାକୁ ଚାହୁଁଥିଲେ ନଜର ପକାନ୍ତୁ, କେତେ ରହିଛି ଆଜିର ରେଟ

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago

ଇଟାଲି ଗସ୍ତରେ ପ୍ରଧାନମନ୍ତ୍ରୀ, ଜି-୭ ଶିଖର ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ : ଇଟାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତୃତୀୟ ଥର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏହା…

1 hour ago

ଓଲଟିଲା ପାନ ବୋଝେଇ ପିକଅପ୍ , ୩ ମୃତ

କାକଟପୁର (କେନ୍ୟୁଜ): ପହିଲି ରଜରେ ଅଘଟଣ ।  ଓଲଟିଲା ପାନବୋଝେଇ ପିକଅପ୍ , ୩ ମୃତ।  କାକଟପୁର ଜଗନ୍ନାଥପୁରଠାରେ ସଡ଼କ…

1 hour ago