ମର୍ମନ୍ତୁଦ ସଡକ ଦୁର୍ଘଟଣା : ୬ ଜଣଙ୍କ ଉପରେ ମାଡିଗଲା ଦ୍ରୁତଗାମୀ ଟ୍ରକ, ୪ ମୃତ

ନୂଆଦିଲ୍ଲୀ : ଡିଭାଇଡର ଉପରେ ମାଡିଗଲା ଟ୍ରକ। ଫଳରେ ଘଟଣାସ୍ଥଳରେ ହିଁ ୪ ଜଣଙ୍କର ମୃତ୍ୟୁ ଘଟିଛି। ଦିଲ୍ଲୀ ସୀମାପୁରୀରେ ଫୁଟ ପାଥରେ ଶୋଇଥିବାବେଳେ ମାଡିଗଲା ଟ୍ରକ। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ଗତ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ହିଁ ୨ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା। ତେବେ ଯାହା ସୂଚନା ରହିଛି ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି।

Leave A Reply

Your email address will not be published.