ଦେଶ ବିଦେଶ

ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା, ଲଢ଼ିପାରିବେନି ୨୦୨୪ ନିର୍ବାଚନ

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ଼ ଝଟକା। ୨୦୨୪ ନିର୍ବାଚନ ଲଢ଼ିପାରିବେନି ଟ୍ରମ୍ପ । ଟ୍ରମ୍ପକୁ କଲୋରାଡୋ ସୁପ୍ରିମକୋର୍ଟ ଅଯୋଗ୍ୟ ଘୋଷଣା କରିଛନ୍ତି । ୨୦୨୧ ଜାନୁଆରୀ ୬ ତାରିଖ କ୍ୟାପିଟାଲ ହିଂସା ମାମଲାରେ ଅଯୋଗ୍ୟ ଘୋଷିତ କରାଯାଇଛି । ତେବେ କଲୋରାଡୋ ସୁପ୍ରିମକୋର୍ଟ ରାୟକୁ ଟ୍ରମ୍ପ ଉପର କୋର୍ଟରେ ଚ୍ୟାଲେଞ୍ଜ କରିପାରିବେ ।

Niharanjan

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

15 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

23 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

29 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

37 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

40 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

47 mins ago