ଜାପାନରେ ପ୍ରଳୟଙ୍କରୀ ବାତ୍ୟା । ବାତ୍ୟା ହଗିବିସ୍ ଜାପାନର ରାଜଧାନୀ ଟୋକିଓର ଦକ୍ଷିଣ- ପଶ୍ଚିମ ଦିଗରେ ଥିବା ଇଜୁ ଦ୍ୱିପରେ ଲ୍ୟାଣ୍ଡଫଲ କରିଛି। ୬ ଦଶନ୍ଧି ପରେ ଏଭଳି ଏକ ବଡ ବାତ୍ୟାର ସମ୍ମୁଖୀନ ହୋଇଛି ଜାପାନ। ବାତ୍ୟା ହଗିବିସ୍ ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାକୁ ପ୍ରାୟ ୨୨୦ କିଲୋମିଟର । ପ୍ରାରମ୍ଭିକ ଭାବେ ୭ ଜଣ ଲୋକ ପ୍ରାଣ ହରାଇଥିବା ସୂଚନା ମିଳିଥିବା ବେଳେ ୧୭ ଜଣ ନିଖୋଜ ଅଛନ୍ତି।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…
ଭୁବନେଶ୍ୱର : କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…
ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…