ଦେଶ ବିଦେଶ

ରୁଷ ଉପରେ ପାଲଟା ହମଲା ପାଇଁ ପ୍ରସ୍ତୁତ ୟୁକ୍ରେନ

ରୁଷ ଉପରେ ପାଲଟା ହମଲା ପାଇଁ ପ୍ରସ୍ତୁତ ୟୁକ୍ରେନ। ଜର୍ମାନୀ ଗସ୍ତରେ କହିଛନ୍ତି ଜେଲେନ୍‌ସ୍କି। ବର୍ଲିନରେ ଜର୍ମାନୀ ଚାନସେଲର ଓଲାଫ ସ୍କୋଲଜଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ଜେଲେନ୍‌ସ୍କି କହିଛନ୍ତି, ରୁଷ ସେନା ଉପରେ ବହୁ ପ୍ରତୀକ୍ଷିତ ପାଲଟା ହମଲା ପାଇଁ ୟୁକ୍ରେନ ପାଖରେ ଯଥେଷ୍ଟ ଅସ୍ତ୍ରଶସ୍ତ୍ର ମହଜୁଦ ଅଛି।  ପାଲଟା ହମଲାରେ ସଫଳତା ପାଇବାକୁ ୟୁକ୍ରେନ ସୈନ୍ୟ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି। ସଫଳତାରେ ଆମେ ବିଶ୍ୱାସ କରୁ। ସତ୍ୟ ଓ ସମର୍ଥନ ଆମ ସହ ରହିଛି ବୋଲି ଜେଲେନସ୍କି କହିଛନ୍ତି।

Niharanjan

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

6 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

8 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

43 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

54 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago